Browsing Tag

Odisha

ରାଜ୍ୟରେ ୮ ହଜାର ତଳକୁ ଖସିଲା ଦୈନିକ କୋରୋନା ସଂକ୍ରମଣ

ଭୁବନେଶ୍ୱର- ରାଜ୍ୟରେ କମିବାରେ ଲାଗିଛି ଦୈନିକ କୋରୋନା ସଂକ୍ରମଣ । ୮ ହଜାର ତଳକୁ ଖସିଛି ସଂକ୍ରମଣ । ଦିନକରେ ଚିହ୍ନଟ ହୋଇଛନ୍ତି ୭ ହଜାର ୨୯୧ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୪ ହଜାର ୨୨୬ ଓ ସ୍ଥାନୀୟ ଅଂଚଳରୁ ୨ ହଜାର ୬୫ ଜଣ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ଅଛନ୍ତି ୯୫୪…

ରାଜ୍ୟରେ ଆଉ ୮ ହଜାର ୫୨୦ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ କୋରୋନାର ସଂକ୍ରମଣର ନିମ୍ନଗତି ଜାରି ରହିଛି । ଲଗାତର ଦ୍ୱିତୀୟ ଦିନ ଓଡିଶାରେ ଦୈନିକ ସଂକ୍ରମଣ ୯ ହଜାର ତଳେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୮ ହଜାର ୫୨୦ । ଏମାନଙ୍କ ମଧ୍ୟରେ ୯୩୭ ଜଣ ହେଉଛନ୍ତି ଶିଶୁ ଓ କିଶୋର । ସଙ୍ଗରୋଧରୁ ୪ ହଜାର ୯୪୧ ଓ…

ନବୀନ ପୁଣି ଥରେ ନମ୍ବର -୧ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ନବୀନ ପଟ୍ଟନାୟକ ପୁଣି ଥରେ ଲୋକପ୍ରିୟ ଓ ନମ୍ବର-୧ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଓଡିଶାରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧିନ ସରକାରର କାର୍ଯ୍ୟଶୈଳୀରେ ଲୋକେ ସନ୍ତୁଷ୍ଟ । ଇଣ୍ଡିଆ ଟୁଡେର ମୁଡ୍ ଅଫ ଦି ନେସନ ସର୍ଭେରେ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନ ଅନ୍ୟ…

ପଂଚାୟତ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ଭୁବନେଶ୍ୱର- ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ଚାଲିଥିବା ନାମାଙ୍କନ ପ୍ରକ୍ରିୟାର ଆଜି ଶେଷ ଦିନ । ନାମାଙ୍କନ ଦାଖଲ ଶେଷ ପରେ ଯାଂଚ ପ୍ରକ୍ରିୟା ଆରମ୍ଭ ହେବ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେଲା ପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଗତ ୧୭ ତାରିଖରୁ ନାମାଙ୍କନ…

ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ କୋରୋନା ସଂକ୍ରମଣ, ଦିନକରେ ଚିହ୍ନଟ ହେଲେ ୯, ୮୩୩ ପଜିଟିଭ

ଭୁବନେଶ୍ୱର-ରାଜ୍ୟରେ ଲଗାତର ଦ୍ୱିତୀୟ ଦିନ ଦୈନିକ କୋରୋନା ସଂକ୍ରମଣ ହ୍ରାସ ପାଇଛି । ୧୦ ହଜାର ତଳକୁ ଖସିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯ ହଜାର ୮୩୩ ପଜିଟିଭ । ସଙ୍ଗରୋଧରୁ ୫ ହଜାର ୬୯୯ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୧୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ…