Browsing Tag

Odisha

ଦିନକରେ ଆସିଲା ୨.୮୨ ଲକ୍ଷ ନୂଆ ମାମଲା, ୪୪୧ ମୃତ, ପଜିଟିଭିଟି ହାର ୧୪.୪୩%ରୁ ୧୫.୧୩%କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ କରୋନାର ଦୈନିକ ସଂକ୍ରମଣରେ ୧୮% ବୃଦ୍ଧି ଘଟିଛି। ଏହା ସହିତ ଓମିକ୍ରନ୍ ମାମଲା ମଧ୍ୟ ବିପଜ୍ଜନକ ଭାବେ ବୃଦ୍ଧି ପାଉଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାର ଦୁଇ ଲକ୍ଷ ୮୨ ହଜାର ୯୭୦ ନୂଆ ମାମଲା ରିପୋର୍ଟ ହୋଇଛି । ଦିନକରେ ଆଉ ୪୪୧ ଜଣଙ୍କର ମୃତ୍ୟୁ ହୋଇଛି। ଏଥି ସହିତ…

ରାଜ୍ୟରେ ଆଉ ଦୁଇ ଦିନ ଶୀତ, ୨୧ରୁ କିଛି ସ୍ଥାନରେ ବର୍ଷା

ଭୁବନେଶ୍ୱର- ଆଗାମୀ ଦୁଇ ଦିନ ରାଜ୍ୟରେ ପାଗ ଅପରିବର୍ତ୍ତିତ ରହିବ । ତେବେ ପରବର୍ତ୍ତୀ ତିନି ଦିନ ରାତି ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ଆଉ ଦୁଇ ଦିନ ଘନ କୁହୁଡି…

ରାଜ୍ୟରେ ଆଉ ୧୧,୬୦୭ କୋରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ପାର କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ହଜାର ୬୦୭ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ ହଜାର ୭୨୮ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୮୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୯୧ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ । ଖୋର୍ଦ୍ଧା…