ରାଜ୍ୟରେ ଆଉ ୧୧ ହଜାର ୮୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର – ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ।ପଇଁ ୧୧ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୮୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ ହଜାର ୪୩୧ ଏବଂ ସ୍ଥାନୀୟ ଅଂଚଳରୁ ୪ ହଜାର ୬୫୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ…