Browsing Tag

Odisha

ଆଜିଠାରୁ କିଶୋରମାନଙ୍କୁ ଟିକା, ରାଜ୍ୟରେ ଜାନୁଆରୀ ଶେଷ ସୁଦ୍ଧା ଟିକାକରଣ ଶେଷ ପାଇଁ ଲକ୍ଷ୍ୟ

ଭୁବନେଶ୍ୱର- ଆଜିଠାରୁ ୧୫ ବର୍ଷରୁ ୧୮ ବର୍ଷୀୟଙ୍କୁ ଦିଆଯିବ କୋରୋନା ଟିକା । ପୂର୍ବରୁ କିମ୍ବା ଟିକାଦାନ କେନ୍ଦ୍ରରେ କୋ-ୱିନ୍ ଆପ୍‌ରେ ପଞ୍ଜୀକରଣ ବ୍ୟବସ୍ଥା ହୋଇପାରିବ । ଟିକାଦାନ ପାଇଁ ୯୩୯ଟି କେନ୍ଦ୍ର ପ୍ରସ୍ତୁତ କରାଯାଇଛି । ୧୫ ଲକ୍ଷ କୋଭାକ୍ସିନ ଟିକା ପ୍ରସ୍ତୁତ ରହିଛି । ଜାନୁଆରୀ ଶେଷ…

ରାଜ୍ୟରେ କୋରୋନା ଗ୍ରାଫ ଉପରମୁହାଁ, ଦିନକରେ ୪୨୪ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୨୪ କୋରୋନା ଆକ୍ରାନ୍ତ । ଅନେକ ଦିନ ପରେ ରାଜ୍ୟରେ ପ୍ରଥମ ଥର ପାଇଁ ଦୈନିକ କୋରୋନା ସଂକ୍ରମଣ ସଂଖ୍ୟା ୪ ଶହ ଡେଇଁଛି । ସଙ୍ଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ…

ରାଜ୍ୟରେ ଜାନୁଆରୀ ୩ ତାରିଖରୁ ୧୫ ରୁ ୧୮ ବର୍ଷ ପିଲାଙ୍କ କୋଭିଡ ଟିକାକରଣ

ଭୁବନେଶ୍ୱର-ଆସନ୍ତାମାସ ୩ରୁ ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ କୋଭିଡ ପ୍ରତିଷେଧକ ଟିକା ଦିଆଯିବ । ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କଲା ପରେ ବିଭିନ୍ନ ରାଜ୍ୟରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥିପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତ ବୋଲି କହିଛନ୍ତି ସ୍ୱାସ୍ଥ୍ୟ…

ରାଜ୍ୟରେ ଆଉ ୧୧୨ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୧୨ କୋରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ଅଂଚଳରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ ବୟସର ୧୭ ଜଣ ମଧ୍ୟ କୋରୋନା ସଂକ୍ରମିତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬, କଟକରୁ ୧୩,…