Browsing Tag

Odisha

ରାଜ୍ୟରେ ବଢିବ ରାତି ତାପମାତ୍ରା ଜାଡରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ହ୍ରାସ ପାଇଛି । ଫଳରେ ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଥିବା ବେଳେ ଦିନେ ଦୁଇ ଦିନ ମଧ୍ୟରେ ଏହା ଆହୁରି ବଢିପାରେ । ଦୁଇ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ଯାଏଁ ବଢିବ ତାପମାତ୍ରା ।…

ଶୀତ ପ୍ରକୋପ : ୧୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ, ଫୁଲବାଣୀ ସବୁଠୁ ଥଣ୍ଡା

ଭୁବନେଶ୍ୱର- ରାଜ୍ୟରେ ଜାରି ରହିଛି ଶୀତ ପ୍ରକୋପ । ୧୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ୫ ଡିଗ୍ରୀ ସେଲସିୟସ ସହ ଫୁଲବାଣୀ ରାଜ୍ୟର ଥଣ୍ଡା ସହର ହୋଇଛି । ଦାରିଙ୍ଗବାଡିରେ ରାତି ତାପମାତ୍ରା ଥିଲା ୬ ଦଶମିକ ୫ ଡିଗ୍ରୀ ସେଲସିୟସ । ଝାରସୁଗୁଡାରେ ୭ ଦଶମିକ ୧, ଟିଟିଲାଗଡରେ ୭ ଦଶମିକ…

ରାଜ୍ୟରେ ଆଉ ଦୁଇ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଆଉ ୨ ଓମିକ୍ରନ ସଂକ୍ରମିତ ହୋଇଥିବା ନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି । ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ…

ରାଜ୍ୟରେ ଦୁଇ ଓମିକ୍ରନ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର, ଆତଙ୍କିତ ନ ହୋଇ ସତର୍କ ରହିବାକୁ କହିଲେ ଜନସ୍ୱାସ୍ଥ୍ୟ…

ଭୁବନେଶ୍ୱର- ଓଡିଶାରେ ଚିହ୍ନଟ ହୋଇଥିବା ଦୁଇ ଓମିକ୍ରନ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ତେବେ,ଓମିକ୍ରନ ଚିହ୍ନଟ ହେବା ନେଇ ଆତଙ୍କିତ ହେବାର କାରଣ ନାହିଁ ବୋଲି ସେ କହିଛନ୍ତି । ଆମକୁ ସତର୍କ…