Browsing Tag

Odisha

ରାଜ୍ୟରେ ୧୧ ଶହ ତଳେ ଦୈନିକ କୋରୋନା ସଂକ୍ରମଣ, ଦିନକରେ ୧୦୩୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ୧୧ ଶହ ତଳକୁ ଖସିଛି ଦୈନିକ କୋରୋନା ସଂକ୍ରମଣ । ଦିନକରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧ ହଜାର ୩୨ ନୂଆ ସଂକ୍ରମିତ । ସଙ୍ଗରୋଧରୁ ୫୯୮ ଓ ସ୍ଥାନୀୟ ଅଞ୍ଚଳରୁ ୪୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ହ୍ରାସ ପାଇଛି ଦୈନିକ କୋରୋନା ସଂକ୍ରମଣ ।…

ଅଗଷ୍ଟ ମାସ ପାଇଁ କୋଭିଡ ଗାଇଡଲାଇନ ଜାରି : ମଲ୍‌, ପାର୍କ ଖୋଲିବ, ୫୦ ପ୍ରତିଶତ କ୍ଷମତାରେ ଖୋଲିବ ସିନେମା ହଲ୍

ଭୁବନେଶ୍ୱର- ଅଗଷ୍ଟ ମାସ ପାଇଁ କୋରୋନା ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ଏସଆରସି ପ୍ରଦୀପ ଜେନା ଗାଇଡଲାଇନ୍ ସଂପର୍କରେ ଘୋଷଣା କରିଛନ୍ତି । ସାରା ରାଜ୍ୟରେ ରାତି ୮ଟାରୁ ସକାଳ ୬ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ । ଭୁବନେଶ୍ୱର, କଟକ ଓ ପୁରୀ ସହରରେ କେବଳ ସପ୍ତାହାନ୍ତ ସଟଡାଉନ୍…

ସାରା ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ

ମାଲକାନଗିରି ଜିଲ୍ଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ ଆରମ୍ଭ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ…

ଆଇଏଏସ ସ୍ତରରେ ଅଦଳବଦଳ : ବିଶାଲ ଦେବ ନୂଆ ଅର୍ଥ ସଚିବ, ଅଶୋକ ମୀନାଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଦାୟିତ୍ୱ

ଭୁବନେଶ୍ୱର- ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅଶୋକ ମୀନାଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସେ ବର୍ତ୍ତମାନ ଅର୍ଥ ବିଭାଗର ପ୍ରମୁଖ ସଚିବ ଅଛନ୍ତି । ପର୍ଯ୍ୟଟନ ଓ କ୍ରୀଡା ବିଭାଗ ସଚିବ ବିଶାଲଦେବଙ୍କୁ ଅର୍ଥ ବିଭାଗର ସଚିବ ଦାୟିତ୍ୱ…