Browsing Tag

Odisha

ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ୱର-ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇବା ସମ୍ଭାବନା ରହିଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ସୂଚନା ଦେଇଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଁ ବ୍ୟବସ୍ଥା ହେବ ।…

ରାଜ୍ୟରେ ଆଉ ୩ ହଜାର ୩୧୯ କୋରୋନା ଆକ୍ରାନ୍ତ ଚିହ୍ନଟ, କଟକ ଜିଲ୍ଲାରୁ ସର୍ବାଧିକ ୫୬୬

ଭୁବନେଶ୍ୱର- ରାଜ୍ୟରେ ଦିନକରେ ଆଉ ୩ ହଜାର ୩୧୯ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧ ହଜାର ୮୯୬ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୪୨୩ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩ ହଜାର ୭୮୯କୁ ବୃଦ୍ଧି ହୋଇଥିବା ବେଳେ ଏଥିରୁ ୮ ଲକ୍ଷ ୬୭ ହଜାର ୪୦୨…

ପୁରୀ ସହରରେ ମାସ୍କ ଚେକିଂ କଡାକଡି

ପୁରୀ - ପୁରୀ ସହରରେ ଆଜିଠାରୁ ମାସ୍କ ଚେକିଂ କଡାକଡି ହୋଇଛି । ସହରର ବିଭିନ୍ନ ସ୍ଥାନରେ ଚାଲିଛି ମାସ୍କ ଚେକିଂ । ମାସ୍କ ସହ ସାମାଜିକ ଦୂରତା ନେଇ ଚେକିଂ କଡାକଡି ହୋଇଛି । କୋରନା ଭାଇରସର ଡେଲଟା ପ୍ଲସ୍ ଭେରିଆଂଟକୁ ନେଇ ପୋଲିସ ପ୍ରଶାସନ ସତର୍କ ହୋଇଛି । ସମଗ୍ର ପୁରୀ ଜିଲ୍ଲାରେ କୋରୋନା…

ରାଜ୍ୟରେ ଆଉ ୩୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯

ଭୁବନେଶ୍ୱର- ରାଜ୍ୟରେ ଆଉ ୩୯ କୋରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏଥିସହିତ ରାଜ୍ୟରେ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ୮୮୭କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ…

ରାଜ୍ୟରେ କୋରୋନା ପଜିଟିଭଙ୍କ ସଂଖ୍ୟା ୯ ଲକ୍ଷ ଟପିଲା, ଦିନକରେ ୩୪୦୮ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୯ ଲକ୍ଷ ପାର୍ କରିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ ହଜାର ୪୦୮ କୋରୋନା ସଂକ୍ରମିତ । ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୯୪୩ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୪୬୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨…

ଅପହଞ୍ଚଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

ପ୍ରଶାସନକୁ ସର୍ବବ୍ୟାପୀ କରି ସର୍ବତ୍ର ପହଞ୍ଚାଇ ତୃଣମୂଳସ୍ତରରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ସମୟରେ ଗୁରୁତ୍ବାରୋପ କରି ଆସିଛନ୍ତି। ନିଜେ ମଧ୍ୟ ତୃଣମୂଳସ୍ତରରେ ଲୋକଙ୍କ ନିକଟରେ ପହଞ୍ଚିବା ପାଇଁ କରୋନା ମହାମାରୀ କାଳରେ ମଧ୍ୟ ଭର୍ଚୁଆଲ୍…

‘ବିଶେଷ ଘାତକ ନୁହେଁ ଡେଲଟା ପ୍ଲସ ଭେରିଆଂଟ’

ଭୁବନେଶ୍ୱର- ରାଜ୍ୟରେ ପ୍ରଥମ ଡେଲଟା ପ୍ଲସ୍ ଭେରିଆଂଟ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା । ସେ କହିଛନ୍ତି ଏହି ଭେରିଆଂଟ୍ ବିଶେଷ ଘାତକ ନୁହେଁ । ଯଦି ଘାତକ ହୋଇଥାଆନ୍ତା, ତାହା ହେଲେ ଦେବଗଡ ଜିଲ୍ଲାକୁ ଏହା ବ୍ୟାପି ଯାଇଥାଆନ୍ତା ।…