Browsing Tag

Odisha

ଆଇପିଏସ ସ୍ତରରେ ଅଦଳବଦଳ : ଯଶୱନ୍ତ ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶକ, ସଞ୍ଜୀବ ପଣ୍ଡାଙ୍କୁ କ୍ରାଇମବ୍ରାଂଚ ଏଡିଜି

ଭୁବନେଶ୍ୱର- ଆଇପିଏସ ସ୍ତରରେ ଅଦଳବଦଳ ହୋଇଛି । ଯଶୱନ୍ତ ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ସଞ୍ଜୀବ ପଣ୍ଡାଙ୍କୁ କ୍ରାଇମବ୍ରାଂଚ ଏଡିଜି ଦାୟିତ୍ୱ ଦିଆଯାଇଛି । ସେ ପୋଲିସ ଗୃହ ନିର୍ମାଣ ନିଗମ ବିଭାଗର ଅତିରିକ୍ତ ଦାୟିତ୍ୱ ବି ତୁଲାଇବେ । ଲଳିତ ଦାସଙ୍କୁ…

ରାଜ୍ୟରେ ତ୍ବରାନ୍ବିତ ହେଉଛି କୋଭିଡ୍ ଟିକାକରଣ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ତଥା ଓଡ଼ିଶା ରାଜ୍ୟରୂପୀ ନିଜ ବିଶାଳ ପରିବାରର ସବୁ ସଦସ୍ୟଙ୍କୁ ମହାମାରୀ କବଳରୁ ନିରାପଦ ରଖିବା ପାଇଁ ଟିକାକରଣକୁ ସର୍ବାଧିକ ଗୁରୁତ୍ବ ଦେଇଆସିଛନ୍ତି। ସେଥିପାଇଁ ଟିକାକରଣ ସକାଶେ ଗ୍ଲୋବାଲ୍ ଟେଣ୍ଡର୍ ବ୍ୟବସ୍ଥା ମଧ୍ୟ ହୋଇଥିଲା। ସାନ୍ତ୍ବନାର ବିଷୟ…

ଘୁର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷା ଜାରି

ଭୁବନେଶ୍ୱର- ଘୁର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ଜାରି ରହିଛି । ୧୮ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ପୁରୀ, କେନ୍ଦ୍ରାପଡା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଘଡଘଡି ସହ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି । ୧୪ଟି ଜିଲ୍ଲାରେ…

ରାଜ୍ୟରେ ଆଉ ୪୬ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଦିନକରେ ୪୬ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୭୧୭କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ, ବରଗଡ ଓ କଟକ ଜିଲ୍ଲାରେ ୫ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡା…

ଓଡିଶା ପୋଲିସରେ ୪୭୭ ଏସଆଇ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର- ଓଡିଶା ପୋଲିସରେ ୪୭୭ଟି ଏସଆଇ ପଦବୀ ପାଇଁ ଆରମ୍ଭ ହୋଇଛି ନିଯୁକ୍ତି ପ୍ରକ୍ରିୟା । ପ୍ରଥମ ଥର ପାଇଁ ନିଜେ ନିଯୁକ୍ତି ଦେବ ଓଡିଶା ପୋଲିସ । ୧୨ ଘଣ୍ଟା ମଧ୍ୟରେ ୨୭୧ ଜଣ ପଞ୍ଜିକରଣ କଲେଣି । ୧୫ ଜୁଲାଇ ହେଉଛି ଆବେଦନର ଶେଷ ତାରିଖ । ଏସଆଇ ପଦବୀ ପାଇଁ ଅନଲାଇନରେ ଅଗଷ୍ଟ୬ରୁ ୧୬…

କଟକଣା କୋହଳ ହେଲେ, କମ୍ୟୁନିଟିର ସାହାଯ୍ୟ ଦରକାର : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ଭୂତାଣୁକୁ ଦୂରେଇବା ପାଇଁ ଟିକା ନେବା ନିହାତି ଦରକାର । ନିର୍ଦ୍ଦିଷ୍ଟ ଭାବରେ କୌଣସି ବୟସର ଲୋକଙ୍କୁ ସଂକ୍ରମଣ ହେଉନାହିଁ । ଯେଉଁମାନେ ଟିକା ନେଇନାହାନ୍ତି, ସେମାନେ ସଂକ୍ରମିତ ହେଉଛନ୍ତି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । କଟକଣା ଯେତେବେଳେ କୋହଳ…

ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଅଧିକ ଟିକାକରଣ, ଡାକ୍ତର,ନର୍ସ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- ରାଜ୍ୟରେ ଗତକାଲି ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଅଧିକ ଟିକାକରଣ ହୋଇଛି । ଏଥିପାଇଁ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀଙ୍କ ଉତ୍ସର୍ଗୀକୃତ ମନୋଭାବକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଟିକାକରଣ ଓ ମାସ୍କ ପରିଧାନ ନେଇ…

କୋଭିଡ ଟିକାକରଣରେ ମାଇଲଖୁଂଟ, ସ୍ୱାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- କୋଭିଡ ଟିକାକରଣରେ ଆଉ ପାଦେ ଆଗେଇଛି ଓଡିଶା । ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ ହାସଲ କରିଛି ଓଡିଶା । ରାଜ୍ୟରେ ଏକ କୋଟିରୁ ଅଧିକ ଲୋକଙ୍କ ଟିକାକରଣ ହୋଇଛି । ଏଥିରେ ସ୍ୱାସ୍ଥ୍ୟକର୍ମୀ ଓ ସମ୍ମୁଖଭାଗ କୋରୋନା ଯୋଦ୍ଧା ମଧ୍ୟ ଅଛନ୍ତି । ଏଭଳି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ…