Browsing Tag

Odisha

ଭଦ୍ରକ ଧାମରା ଉପକୂଳରେ ଲ୍ୟାଣ୍ଡଫଲ କରିବ ୟାଶ୍ , ବାଲେଶ୍ୱରେ ସ୍ଥିତି ଅନୁଧ୍ୟାନ ପାଇଁ ଗୃହ ରାଜ୍ୟମନ୍ତ୍ରୀଙ୍କୁ ପଠାଇଲେ…

ଭୁବନେଶ୍ୱର- ବାତ୍ୟା ୟାଶ୍‌ର ଆଖି ଦୃଶ୍ୟମାନ ହୋଇଛି । ଭଦ୍ରକ ଜିଲ୍ଲାର ଧାମରା ନିକଟରେ ଆସନ୍ତାକାଲି ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟାଶ । ବର୍ତ୍ତମାନ ପାରାଦୀପଠାରୁ ୩୨୦, ବାଲେଶ୍ୱରଠାରୁ ୪୩୦, ଦୀଘାଠାରୁ ୪୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବରେ ରହିଛି ବାତ୍ୟା ୟାଶ୍ । ଏହା ଘଣ୍ଟା ପ୍ରତି ୧୦…

ଏପ୍ରିଲ ୧୪ ପରେ ଦୁଇ ଲକ୍ଷ ତଳକୁ ଖସିଲା ସଂକ୍ରମଣ, ଆଉ ୧.୯୬ ଲକ୍ଷ ନୂଆ ମାମଲା, ୩୫୧୧ ମୃତ

ନୂଆଦିଲ୍ଳୀ: ଭାରତରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୧୯୬,୪୨୭ ନୂଆ ମାମଲା ରେକର୍ଡ କରାଯାଇଛି । ଏପ୍ରିଲ ୧୪ ପରେ ପ୍ରଥମ ଥର ଦେଶରେ ଦୈନିକ ମାମଲା ଦୁଇ ଲକ୍ଷ ତଳକୁ ଖସିଛି । ଦିନକରେ ଏହି ରୋଗରେ ଆଉ ୩୫୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଲକ୍ଷ ୨୬ ହଜାର…

ରାଜ୍ୟରେ ୧୨ ହଜାର ୮୫୨ ନୂଆ କୋରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୯୦୯

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ହଜାର ୮୫୨ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୭ ହଜାର ୧୯୫ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୬୫୭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୧ ହଜାର ୯୦୯, କଟକରୁ ୧ ହଜାର ୭୩, ଅନୁଗୁଳରୁ ୮୭୪, ସୁନ୍ଦରଗଡରୁ ୮୪୮, କଳାହାଣ୍ଡିରୁ…

ସମ୍ଭାବ୍ୟ ବାତ୍ୟା ୟସର ମୁକାବିଲା ପ୍ରସ୍ତୁତି ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟା ୟସ୍ ଦୃଷ୍ଟିରୁ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟାସ୍ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ମୁଖ୍ୟ ସଚିବ, ଏସଆରସି ଓ ଅନ୍ୟ…

ବାତ୍ୟା ୟାସ୍‌ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରାକ୍ ପ୍ରସ୍ତୁତି , ବିଭିନ୍ନ ବିଭାଗର ସଚିବଙ୍କ ସହ ଏସଆରସିଙ୍କ…

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଆଇଏମଡି ଡିଜି ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଜିରୋ କାଜୁଆଲିଟିକୁ…

କୋରୋନା ସଂକ୍ରମଣ : ବିଶେଷଜ୍ଞ କହିଲେ ଆସନ୍ତା ୭ରୁ ୧୦ ଦିନ ବେଶ୍ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର- ରାଜ୍ୟରେ ବର୍ତ୍ତମାନ କୋରୋନା ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି । ଲକଡାଉନ ଯୋଗୁଁ ସ୍ଥିତି ଏଭଳି ରହିଛି । ଆସନ୍ତା ୭ରୁ ୧୦ ଦିନ ରାଜ୍ୟ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ନିରୋଜ ମିଶ୍ର । ସେ କହିଛନ୍ତି ଯେ, ଆସନ୍ତା ୭ରୁ…