Browsing Tag

Odisha

ଦୈନିକ ଏକ ଲକ୍ଷ ଲୋକଙ୍କୁ ଟିକାକରଣ ଟାର୍ଗେଟ : ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର- ରାଜ୍ୟରେ ଯେଉଁଠି ଅଧିକ କୋରୋନା ଆକ୍ରାନ୍ତ,ସେହିଠାରେ ହିଁ ଅଧିକ ଟିକାକରଣ କରାଯିବ । ଏବେ ଦୈନିକ ଏକ ଲକ୍ଷ ଲୋକଙ୍କୁ ଟିକାକରଣ ଟାର୍ଗେଟ ରହିଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,ଅଧିକ ଟିକା ଆସିଲେ ଦୈନିକ ଦେଢ ଲକ୍ଷ…

ଗାନ୍ଧିଜୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ମହାତ୍ମା ଗାନ୍ଧିଙ୍କ ଓଡିଶା ଆଗମନକୁ ଶହେ ବର୍ଷ ପୁରିଛି । ଏହି ଅବସରରେ ଜାତିର ପିତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧିଙ୍କ ଓଡିଶା ଶୁଭାଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି…

ଗାନ୍ଧିଜୀଙ୍କ ଓଡିଶା ଆଗମନର ଶହେ ବର୍ଷ ପୂର୍ତ୍ତି, ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ, ବିଧାନସଭାରେ…

ଭୁବନେଶ୍ୱର- ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଓଡିଶା ଆଗମନର ଶହେବର୍ଷ ପୂର୍ତ୍ତି ଅବସରରେ ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ବାପୁଙ୍କୁ ଓଡିଶା ଗସ୍ତର ସ୍ମୃତିଚାରଣ କରାଯାଉଛି । ଆଜି ବିଧାନସଭା ପରିସର ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ଓ…

ରାଜ୍ୟରେ କୋଭିଡ ସ୍ଥିତିରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟରେ କୋରୋନା ସଂକ୍ରମଣ ସ୍ଥିତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଗତ କିଛି ଦିନ ହେବ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଚିନ୍ତା ପ୍ରକାଶ ପାଇଛି । ସଂକ୍ରମଣ ରୋକିବା ପାଇଁ କିଛି ପଦକ୍ଷେପ ସଂପର୍କରେ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ…