ଭାରତରେ କାୟା ବିସ୍ତାର କରୁଛି ଓମିକ୍ରନ୍, ମୋଟ ମାମଲା ୧୪୩କୁ ବୃଦ୍ଧି
ନୂଆଦିଲ୍ଲୀ: ଭାରତରେ ଓମିକ୍ରନ୍ ଧିରେ ଧିରେ କାୟା ବିସ୍ତାର କରିବାରେ ଲାଗିଛି । ଶନିବାର ଦିନ ଦେଶରେ ଓମିକ୍ରନ୍ ଭାରିଆଣ୍ଟର ୩୦ ନୂଆ ମାମଲା ରିପୋର୍ଟ ହୋଇଛି। ଏହାପୂର୍ବରୁ ଶୁକ୍ରବାର ଦିନ ୨୬ ଟି ନୂଆ ମାମଲା ରୁଜୁ ହୋଇଥିଲା। ଗତ ତିନି ଦିନ ହେଲା ଦେଶରେ ଓମିକ୍ରନ୍ ସଂକ୍ରମଣ ଗତି ବଢୁଛି ।…