Browsing Tag

Pipili By-Election

ପିପିଲି ଲଢେଇ : ତିନି ଦଳର ପ୍ରସ୍ତୁତି ଜୋରଦାର, ବିଜେଡିର ପଲ୍ଲା ଭାରି

ପିପିଲିରେ ଚାଲିଛି ଏବେ ନିର୍ବାଚନୀ ଘମାଘୋଟ। ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଖାଲିଥିବା ଏହି ବିଧାନସଭା ଆସନରେ ଏବେ ଭୋଟ ଯୁଦ୍ଧ ଆଗେଇ ଚାଲିଛି । ରଣାଙ୍ଗନରେ ଯଦିଓ ଅନେକ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଛନ୍ତି, ତେବେ ରାଜ୍ୟର ଶାସକ ଦଳ ବିଜେଡିର ପ୍ରାର୍ଥୀ ସାଜିଛନ୍ତି ସ୍ବର୍ଗତ…

ପିପିଲିରେ ନିର୍ବାଚନ ପ୍ରଚାର କରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର- ପିପିଲି ଉପନିର୍ବାଚନ ପଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ତେବେ, ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ତାରିଖ ଚୂଡାନ୍ତ ହୋଇନାହିଁ ବୋଲି ଦଳର ବରିଷ୍ଠ ନେତା ତଥା ପିପିଲି ପାଇଁ…

ପିପିଲି ଉପନିର୍ବାଚନ ପାଇଁ ଦଳୀୟ ନେତା ଓ ମନ୍ତ୍ରୀଙ୍କୁ ଦାୟିତ୍ୱ ପ୍ରଦାନ କଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର- ପିପିଲି ଉପନିର୍ବାଚନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତା ଓ ମନ୍ତ୍ରୀଙ୍କୁ ବିଭିନ୍ନ ଅଂଚଳର ଦାୟିତ୍ୱ ପ୍ରଦାନ କରିଛନ୍ତି । ପିପିଲ ବ୍ଲକ ପାଇଁ ସମୀର ରଂଜନ ଦାଶ ଓ ଅତନୁ ସବ୍ୟସାଚୀଙ୍କୁ ଦାୟିତ୍ୱ ଦିଆଯାଇଛି । ଡେଲାଙ୍ଗ ବ୍ଲକ୍ ପାଇଁ ନବକିଶୋର ଦାସ, ସୁଶାନ୍ତ ସିଂହ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପିପିଲି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ, ଗ୍ରହଣ କଲେ ଦଳୀୟ ଟିକେଟ

ଭୁବନେଶ୍ୱର- ପ୍ରଚାର ମଇଦାନକୁ ଓହ୍ଲାଇବା ପୂର୍ବରୁ ପିପିଲି ଆସନରେ ବିଜେଡିଅ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଆନୁଷ୍ଠାନିକ ଭାବେ ସେ ଦଳୀୟ ପ୍ରାର୍ଥାୀ ଭାବେ ଟିକେଟ ଗ୍ରହଣ କରିଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀଙ୍କଠାରୁ ଆଶୀର୍ବାଦ…

ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଜାରି

ଭୁବନେଶ୍ୱର- ହାଇ ପ୍ରୋଫାଇଲ ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି ।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି । ଆଜିଠାରୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ନାମାଙ୍କନ ଦାଖଲର ଶେଷ ତାରିଖ…