Browsing Tag

PM Narendra Modi

ନବୀନଙ୍କ ସମେତ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ - କୋଭିଡ ସ୍ଥିତି ନେଇ ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ତାମିଲନାଡୁ, ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର, କେରଳ ମୁଖ୍ୟମନ୍ତ୍ରୀଙ୍କ ସହ ଭିସି ଜରିଆରେ କୋଭିଡ…

ଓଡିଶା ସମେତ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତା ୧୬ରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ - ଆସନ୍ତା ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ସମେତ ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ ସ୍ଥିତି ନେଇ ଆଲୋଚନା କରିବେ । ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର, କେରଳ ଓ ତାମିଲନାଡୁ…

ଅମ୍ଳଜାନ ଉପଲବ୍ଧତା ନେଇ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ସାରା ଦେଶରେ ଅମ୍ଳଜାନର ଉପଲବ୍ଧତା ଓ ଏହାର ଅଗ୍ରଗତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଅମ୍ଳଜାନ ପ୍ଲାଣ୍ଟ ପ୍ରତିଷ୍ଠା ଅଗ୍ରଗତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ପିଏମ ଆବାସ ଯୋଜନା ନେଇ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର -ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ଫନି ପ୍ରଭାବିତ ୧୪ଟି ଜିଲ୍ଲା ଛାଡି ଅନ୍ୟ ୧୬ ଜିଲ୍ଲା ପାଇଁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ୧୬ଟି ଜିଲ୍ଲାରେ ଆବାସ ପ୍ଲସ୍ ଆପ୍ ଖୋଲିବା…

ଗୁଜବରେ ବିଶ୍ୱାସ ନ କରି ଟିକା ନେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ନୂଆଦିଲ୍ଲୀ: କରୋନା ଟିକା ନେଇ ଗୁଜବ ଉପରେ ବିଶ୍ୱାସ ନ କରି ସମସ୍ତେ ଟିକା ନିଅନ୍ତୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ନିବେଦନ କରିଛନ୍ତି । ମୁଁ ଓ ମୋ ଶହେ ବର୍ଷର ମାଆ ମଧ୍ୟ ଟିକାର ଉଭୟ ଡୋଜ୍ ନେଇଛୁ । ଆପଣମାନେ ସମସ୍ତେ ଟିକା ନିଅନ୍ତୁ ଓ ଅନ୍ୟମାନଙ୍କୁ ମଧ୍ୟ ଟିକା…

ମୋଦିଙ୍କ ଲୁହ ନୁହେଁ ଅକ୍ସିଜେନ ଲୋକଙ୍କୁ ବଞ୍ଚାଇବ, କରୋନା ଉପରେ ଶ୍ୱେତପତ୍ର ଜାରି କଲେ ରାହୁଲ

ନୂଆଦିଲ୍ଲୀ: କରୋନା ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଶ୍ୱେତପତ୍ର ଜାରି କରିଛନ୍ତି । ଏଥିରେ କରୋନା ଲଢ଼େଇରେ ସରକାରଙ୍କ ତ୍ରୁଟି କେଉଁଠି ରହିଲା ଓ ତୃତୀୟ ଲହରୀ ପାଇଁ କଣ ପଦକ୍ଷେପ ନିଆଯିବା ଉଚିତ ସେନେଇ ଉଲ୍ଲେଖ ରହିଛି । ସରକାରଙ୍କୁ ସସମାଲୋଚନା ନୁହେଁ ବରଂ ସହଯୋଗ କରିବାକୁ ଏହି…