ଟିକାକରଣ ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ - ଦେଶରେ ଜାନୁୟାରୀ ୧୬ରୁ ଆରମ୍ଭ ହେବ ଟିକାକରଣ ଅଭିଯାନ । ଏନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଟିକାକରଣ ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏନେଇ ସୂଚନା…