ଦିଲ୍ଲୀ ହିଂସା ଘଟଣାର ତଦନ୍ତରେ ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ - ଗଣତନ୍ତ୍ର ଦିବସରେ କୃଷକଙ୍କ ଟ୍ରାକ୍ଟର ରାଲି ବେଳେ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ଘଟଣାର ତଦନ୍ତରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରିଛନ୍ତି । କୋର୍ଟ କହିଛନ୍ତି ଯେ, ସରକାର ଓ ପୋଲିସ ଏହି ଘଟଣାର ତଦନ୍ତ କରୁଛନ୍ତି । ପ୍ରଧାନମନ୍ତ୍ରୀ ନିଜେ କହିଛନ୍ତି ଯେ, ଆଇନ…