Browsing Tag

Vigilance Net

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ

ଭୁବନେଶ୍ୱର- ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ବିଭାଗର ଅଭିଯାନ ଜାରି ରହିଛି । ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀ କୃଷ୍ଣଚନ୍ଦ୍ର ଜେନାଙ୍କ ବିରୋଧରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ତାଙ୍କର ପୁରୀ, ଭୁବନେଶ୍ୱର ଓ ବ୍ରହ୍ମଗିରି…

ସରକାରୀ ଗାଡିରୁ ହିସାବ ବହିର୍ଭୂତ ନଗଦ ଟଙ୍କା ଜବତ ପରେ ସିଡିଭିଓଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ

ନୂଆପଡା – ଭିଜିଲାନ୍ସ ଜାଲରେ ଫସିଲେ ନୂଆପଡା ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସା ଅଧିକାରୀ –ସିଡିଭିଓ ତ୍ରିଲୋଚନ ଧଳ । ଧଳଙ୍କ ଗାଡିରୁ ୨ ଲକ୍ଷ ୭୭ ହଜାର ଟଙ୍କା ଜବତ ହେଲା ପରେ ଭିଜିଲାନ୍ସ ଚଢାଉ ହୋଇଛି । ତାଙ୍କ କାର୍ଯ୍ୟାଳୟ, ସରକାରୀ ଘର ଓ କଟକର ନରାଜ ସ୍ଥିତ ପୈତୃକ ବାସଭବନରେ ଭିଜିଲାନ୍ସ…